ଆଜି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ “ବନ୍ଦେ ଉତ୍କଳ ଜନନୀ”କୁ ରାଜ୍ୟ ସଙ୍ଗୀତର ମାନ୍ୟତା ପ୍ରଦାନ କରାଗଲା । ଏହା ଏକ ଐତିହାସିକ ନିଷ୍ପତ୍ତି । ଏହି ଅବସରରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ଓଡିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ।
ମନୋରଞ୍ଜନ ପାଣିଗ୍ରାହୀ,
ପ୍ରମୁଖ ଶାସନ ସଚିବ,
ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ